Esther 8:6 — Compare Translations

5 translations compared side by side

Odia - 1840
"ଯେ ହତେୁ ମାେ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ଵମାନଙ୍କ ବିନାଶ ଦେଖି କିରୂପେ ସହି ପାରିବି ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ ତାହା ଦେଖି ମୁଁ କିପରି ସହିପାରିବି? ପୁଣି ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହିପାରିବି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମୋʼ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମୋ’ ଲୋକଙ୍କ ପ୍ରତି ଯେଉଁ ଅମଙ୍ଗଳ ଘଟିବ, ତାହା ଦେଖି ମୁଁ କିପରି ସହି ପାରିବି? ପୁଣି, ଆପଣା କୁଟୁମ୍ବମାନଙ୍କ ବିନାଶ ଦେଖି କିପରି ସହି ପାରିବି?”