Esther 8:7 — Compare Translations

5 translations compared side by side

Odia - 1840
"ଏଥି ରେ ଅକ୍ଷଶ୍ବରେଶ ରାଜା ଏଷ୍ଟର ରାଣୀକୁ ଓ ୟିହୁଦୀଯ ମର୍ଦ୍ଦଖଯକୁ କହିଲା, ଦେଖ, ମୁଁ ଏଷ୍ଟରକୁ ହାମନର ଗୃହ ଦଲେି, ଲୋକମାନେ ହାମନ୍କୁ ଫାଶିକାଠ ରେ ଫାଶି ଦଇେଛନ୍ତି। କାରଣ ସେ ୟିହୁଦୀଯମାନଙ୍କ ଉପରେ ହସ୍ତକ୍ଷପେ କରିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଅକ୍ଷଶ୍ଵେରଶ ରାଜା ଏଷ୍ଟର ରାଣୀକି ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, ଦେଖ, ମୁଁ ଏଷ୍ଟରକୁ ହାମନ୍ର ଗୃହ ଦେଲି, ଲୋକମାନେ ହାମନ୍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀକୁ ଓ ଯିହୁଦୀୟ ମର୍ଦ୍ଦଖୟକୁ କହିଲା, “ଦେଖ, ମୁଁ ଏଷ୍ଟରକୁ ହାମ‌ନ୍‌ର ଗୃହ ଦେଲି, ଲୋକମାନେ ହାମା‌ନଙ୍କୁ ଫାଶିକାଠରେ ଫାଶି ଦେଇଛନ୍ତି। କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍‍ର ଗୃହ ଦେଲି, ଲୋକମାନେ ହାମନ୍‍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଓ ଯିହୁଦୀୟ ମର୍ଦ୍ଦଖୟଙ୍କୁ କହିଲେ, “ଦେଖ, ମୁଁ ଏଷ୍ଟରଙ୍କୁ ହାମନ୍‍ର ଗୃହ ଦେଲି, ଲୋକମାନେ ହାମନ୍‍କୁ ଫାଶୀକାଠରେ ଫାଶୀ ଦେଇଅଛନ୍ତି, କାରଣ ସେ ଯିହୁଦୀୟମାନଙ୍କ ଉପରେ ହସ୍ତକ୍ଷେପ କରିଥିଲେ।