Esther 8:9 — Compare Translations
5 translations compared side by side
Odia - 1840
"ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତଇେଶ ଦିନ ରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖଯର ଆଜ୍ଞା ଅନୁସାରେ ସମସ୍ତ ୟିହୁଦୀଯମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ୟ୍ଯନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରେତ୍ୟକକ ପ୍ରଦେଶର ଅକ୍ଷାରାନୁସା ରେ କ୍ଷତିପାଳ ଓ ଶାସନକର୍ତ୍ତା ଓ ପ୍ରଦଶାଧେିପତିମାନଙ୍କ ନିକଟକୁ। ପୁଣି ପ୍ରେତ୍ୟକକ ଗୋଷ୍ଠୀକି ସମାନଙ୍କେ ଭାଷାନୁସା ରେ, ଆଉ ୟିହୁଦୀଯ ଲୋକମାନଙ୍କ ନିକଟକୁ ସମାନଙ୍କେ ଅକ୍ଷର ଓ ଭାଷାନୁସା ରେ ପତ୍ର ଲଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାର ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶ ଦେଶ ପର୍ଯ୍ୟନ୍ତ ଏକଶତ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଭାଷାନୁସାରେ ପତ୍ର ଲିଖିତ ହେଲା⇧ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୃତୀୟ ମାସର ଅର୍ଥାତ୍ ସୀବନ ମାସର ତେଇଶ୍ ଦିନରେ ରାଜାର ଲେଖକମାନେ ଆହୁତ ହୁଅନ୍ତେ ମର୍ଦ୍ଦଖୟର ଆଜ୍ଞା ଅନୁସାରେ ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୁଶଦେଶ ପର୍ଯ୍ୟନ୍ତ 127 ପ୍ରଦେଶର ଅନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷାରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ। ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକ ଶହ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକୁ ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ତେଣୁ ତୃତୀୟ ମାସର, ଅର୍ଥାତ୍, ସୀବନ ମାସର ତେଇଶ ଦିନରେ ରାଜାଙ୍କ ଲେଖକମାନେ ଆହୂତ ହୁଅନ୍ତେ, ମର୍ଦ୍ଦଖୟର ସକଳ ଆଜ୍ଞାନୁସାରେ ଯିହୁଦୀୟମାନଙ୍କ ନିକଟକୁ ଓ ହିନ୍ଦୁସ୍ଥାନଠାରୁ କୂଶ ଦେଶ ପର୍ଯ୍ୟନ୍ତ ଏକଶତ ସତାଇଶ ପ୍ରଦେଶାନ୍ତର୍ଗତ ପ୍ରତ୍ୟେକ ପ୍ରଦେଶର ଅକ୍ଷରାନୁସାରେ କ୍ଷିତିପାଳ ଓ ଶାସନକର୍ତ୍ତା ଓ ପ୍ରଦେଶାଧିପତିମାନଙ୍କ ନିକଟକୁ, ପୁଣି ପ୍ରତ୍ୟେକ ଗୋଷ୍ଠୀକି ସେମାନଙ୍କ ଭାଷାନୁସାରେ, ଆଉ ଯିହୁଦୀୟ ଲୋକମାନଙ୍କ ନିକଟକୁ ସେମାନଙ୍କ ଅକ୍ଷର ଓ ଭାଷାନୁସାରେ ପତ୍ର ଲିଖିତ ହେଲା।