Esther 9:1 — Compare Translations
5 translations compared side by side
Odia - 1840
"ଅଦର ନାମକ ଦ୍ବାଦଶ ମାସ ରେ ତ୍ରଯୋଦଶ ଦିନ ରେ ରାଜା ଆଜ୍ଞା ଓ ନିଯମର ସିଧି ସମୟ ନିକଟତର ହେଲା। ଅର୍ଥାତ୍ ଯେଉଁଦିନ ୟିହୁଦୀଯମାନଙ୍କ ଶତୃଗଣ ସମାନଙ୍କେ ଉପରେ କତ୍ତୁର୍ତ୍ବ କରିବାକୁ ଅପେକ୍ଷା କରିଥିଲେ। ସହେିଦିନ ଏପରି ବିପରୀତ ଘଟଣା ହେଲା, ଯେ ୟିହୁଦୀଯମାନେ ନିଜର ଘୃଣାକାରୀମାନଙ୍କ ଉପରେ କତ୍ତୁର୍ତ୍ବ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ଅଦର ନାମକ ଦ୍ଵାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର ସିଦ୍ଧି ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟନା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ଵ କଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦୀମାନଙ୍କର ଜୟ ଅଦର ନାମକ ଦ୍ୱାଦଶ ମାସରେ ତ୍ରୟୋଦଶ ଦିନରେ ରାଜା ଆଜ୍ଞା ଓ ନିୟମର ସିଧି ସମୟ ନିକଟତର ହେଲା। ଅର୍ଥାତ୍ ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ। ସେହି ଦିନ ଏପରି ବିପରୀତ ଘଟଣା ହେଲା, ଯେ ଯିହୁଦୀୟମାନେ ନିଜର ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ଅଦର ନାମକ ଦ୍ୱାଦଶ ମାସର ତ୍ରୟୋଦଶ ଦିନରେ ରାଜାଜ୍ଞା ଓ ନିୟମର କାର୍ଯ୍ୟକାରୀ ସମୟ ନିକଟ ହେଲା; ଅର୍ଥାତ୍, ଯେଉଁ ଦିନ ଯିହୁଦୀୟମାନଙ୍କ ଶତ୍ରୁଗଣ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବାକୁ ଅପେକ୍ଷା କରିଥିଲେ, ସେହି ଦିନ ଏପରି ବିପରୀତ ଘଟଣା ହେଲା ଯେ, ଯିହୁଦୀୟମାନେ ଆପଣା ଘୃଣାକାରୀମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।