Esther 9:13 — Compare Translations

5 translations compared side by side

Odia - 1840
"ଏଷ୍ଟର କହିଲେ, ଯଦି ଏହା ରାଜାଙ୍କୁ ଉତ୍ତମ ବୋଲି ଜଣା ପଡୁଛି, ତବେେ ଆଜି ପରି କାଲି ମଧ୍ଯ ଶୂଶନ ରେ ହେଉ। ଏବଂ ହାମନର ଦଶପୁତ୍ରଙ୍କୁ ଫାଶିକାଠ ରେ ଟଙ୍ଗାୟାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଏଷ୍ଟର କହିଲା, ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ଏଷ୍ଟର କହିଲେ, “ଯଦି ଏହା ରାଜାଙ୍କୁ ଉତ୍ତମ ବୋଲି ଜଣା ପଡ଼ୁଛି, ତେବେ ଆଜି ପରି କାଲି ମଧ୍ୟ ଶୂଶନରେ ହେଉ। ଏବଂ ହାମ‌ନ୍‌ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଯା’ନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍‍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍‍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଏଷ୍ଟର କହିଲେ, “ଯେବେ ମହାରାଜ ସନ୍ତୁଷ୍ଟ ହୁଅନ୍ତି, ତେବେ ଆଜିର ଆଜ୍ଞା ପ୍ରମାଣେ କାଲି ହିଁ କରିବାର ଅନୁମତି ଶୂଶନ୍‍ସ୍ଥ ଯିହୁଦୀୟମାନଙ୍କ ପ୍ରତି ଦତ୍ତ ହେଉ, ଆଉ ହାମନ୍‍ର ଦଶ ପୁତ୍ର ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”