Esther 9:14 — Compare Translations
5 translations compared side by side
Odia - 1840
"ତାପରେ ରାଜା କହିଲେ, ସହେିପରି ହେଉ! ଏବଂ ଶୂଶନ ରେ ଏହି ଆଦେଶ ଦିଆଗଲା। ଏବଂ ସମାନେେ ହାମନର ଦଶପୁତ୍ରଙ୍କୁ ଫାଶିକାଠ ରେ ଟଙ୍ଗାଇ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସେପରି କରାଯିବାକୁ ରାଜା ଆଜ୍ଞା ଦେଲା; ପୁଣି, ସେହି ଆଜ୍ଞା ଶୂଶନ୍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ରାଜା କହିଲେ, “ସେହିପରି ହେଉ!” ଏବଂ ଶୂଶନରେ ଏହି ଆଦେଶ ଦିଆଗଲା। ଏବଂ ସେମାନେ ହାମନ୍ର ଦଶପୁତ୍ରଙ୍କୁ ଫାଶିକାଠରେ ଟଙ୍ଗାଇ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ “ସେପରି କରାଯିବାକୁ” ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସେପରି କରାଯିବାକୁ ରାଜା ଆଜ୍ଞା ଦେଲେ ପୁଣି, ସେହି ଆଜ୍ଞା ଶୂଶନ୍ରେ ପ୍ରଚାରିତ ହେଲା; ତହିଁରେ ଲୋକମାନେ ହାମନ୍ର ଦଶ ପୁତ୍ରଙ୍କୁ ଫାଶୀକାଠରେ ଟଙ୍ଗାଇଲେ।