Esther 9:15 — Compare Translations
5 translations compared side by side
Odia - 1840
"ୟିହୁଦୀଯମାନେ ତଚୁର୍ଦ୍ଦଶ ଦିନ ରେ ମଧ୍ଯ ସଠାେରେ ଏକତ୍ରୀତ ହେଲେ। ଅଦର ମାସ ରେ ସମାନେେ ଶୂଶନ ରେ 300 ଲୋକଙ୍କୁ ହତ୍ଯା କଲେ। କିନ୍ତୁ ସମାନେେ ସମାନଙ୍କେର ଦ୍ରବ୍ଯ ଲୁଣ୍ଠନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଶୂଶନ୍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦୀୟମାନେ ଚତୁର୍ଦ୍ଦଶ ଦିନରେ ମଧ୍ୟ ସେଠାରେ ଏକତ୍ରିତ ହେଲେ। ଅଦର ମାସରେ ସେମାନେ ଶୂଶନରେ 300 ଲୋକଙ୍କୁ ହତ୍ୟା କଲେ। କିନ୍ତୁ ସେମାନେ ସେମାନଙ୍କର ଦ୍ରବ୍ୟ ଲୁଣ୍ଠନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଶୂଶନ୍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଶୂଶନ୍ସ୍ଥ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନରେ ମଧ୍ୟ ଏକତ୍ରିତ ହୋଇ ଶୂଶନ୍ରେ ତିନି ଶତ ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।