Esther 9:16 — Compare Translations
5 translations compared side by side
Odia - 1840
"ସହେି ସମୟରେ, ଅନ୍ୟ ପ୍ରଦେଶ ରେ ବାସ କରୁଥିବା ୟିହୁଦୀମାନେ ନିଜକୁ ଅଧିକ ଶକ୍ତି ଶାଳୀ କରିବା ପାଇଁ ଏକତ୍ରୀତ ହେଲେ। ଏହିପରି ଭାବରେ ସମାନେେ ସମାନଙ୍କେର ଶତୃମାନଙ୍କୁ ଜଯ କରିପାରିଲେ। ୟିହୁଦୀଯମାନେ ସମାନଙ୍କେର 75,000 ଶତୃମାନଙ୍କୁ ହତ୍ଯା କଲେ। କିନ୍ତୁ ୟିହୁଦୀଯମାନେ ସମାନଙ୍କେର ଧନ ଲୁଣ୍ଠନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ରାଜାର ନାନା ପ୍ରଦେଶ-ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ଅନ୍ୟ ପ୍ରଦେଶରେ ବାସ କରୁଥିବା ଯିହୁଦୀମାନେ ନିଜକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ଏକତ୍ରିତ ହେଲେ। ଏହିପରି ଭାବରେ ସେମାନେ ସେମାନଙ୍କର ଶତ୍ରୁମାନଙ୍କୁ ଜୟ କରି ପାରିଲେ। ଯିହୁଦୀୟମାନେ ସେମାନଙ୍କର 75,000 ଶତ୍ରୁମାନଙ୍କୁ ହତ୍ୟା କଲେ। କିନ୍ତୁ ଯିହୁଦୀୟମାନେ ସେମାନଙ୍କର ଧନ ଲୁଣ୍ଠନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ରାଜାଙ୍କ ନାନା ପ୍ରଦେଶ ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ରାଜାଙ୍କ ନାନା ପ୍ରଦେଶ-ନିବାସୀ ଅନ୍ୟ ସକଳ ଯିହୁଦୀୟ ଲୋକମାନେ ଏକତ୍ରିତ ହୋଇ ଆପଣା ଆପଣା ପ୍ରାଣ ନିମନ୍ତେ ଠିଆ ହେଲେ; ପୁଣି, ଆପଣାମାନଙ୍କ ଶତ୍ରୁଗଣଠାରୁ ବିଶ୍ରାମ ପାଇ ଘୃଣାକାରୀମାନଙ୍କର ପଞ୍ଚସ୍ତରି ସହସ୍ର ଲୋକଙ୍କୁ ବଧ କଲେ, ମାତ୍ର ଲୁଟ କରିବା ପାଇଁ ହସ୍ତକ୍ଷେପ କଲେ ନାହିଁ।