Esther 9:18 — Compare Translations

5 translations compared side by side

Odia - 1840
"ମାତ୍ର ଶ୍ବଶନ ରେ ବାସ କରୁଥିବା ୟିହୁଦୀଯମାନେ ସହେି ମାସର ତ୍ରଯୋଦଶ ଓ ଚତୁର୍ଦ୍ଦଶ ଦିନ ରେ ଏକତ୍ରୀତ ହେଲେ। ସହେି ମାସର ପଞ୍ଚଦଶ ଦିନ ରେ ବିଶ୍ରାମ କରି ତାହା ଭୋଜନ ପାନର ଓ ଆନନ୍ଦର ଦିନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଶୂଶନ୍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୂରୀ‌‌‌‌‌‌ମ୍‌‌‌‌‌‌ର ପର୍ବ ମାତ୍ର ଶୂଶନରେ ବାସ କରୁଥିବା ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ। ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଶୂଶନ୍‍ସ୍ଥ ଯିହୁଦୀୟମାନେ ସେହି ମାସର ତ୍ରୟୋଦଶ ଓ ଚତୁର୍ଦ୍ଦଶ ଦିନରେ ଏକତ୍ରିତ ହେଲେ ଓ ସେହି ମାସର ପଞ୍ଚଦଶ ଦିନରେ ବିଶ୍ରାମ କରି ତାହା ଭୋଜନପାନର ଓ ଆନନ୍ଦର ଦିନ କଲେ।