Esther 9:19 — Compare Translations
5 translations compared side by side
Odia - 1840
"ଏଥି ନିମନ୍ତେ ଗ୍ରାମର ଏବଂ ପ୍ରଦେଶ ଘରେି ରହିଥିବା ନଗର ନିବାସୀ ୟିହୁଦୀଯମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ, ଭୋଜନପାନର ଦିବସ ଭାବେ ପାଳନ କରନ୍ତି, ଯେଉଁଥି ରେ ସମାନେେ ଜଣେ ଅନ୍ୟଜଣକୁ ଉପହାର ପଠାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗରନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିନିମନ୍ତେ ଗ୍ରାମର ଏବଂ ପ୍ରଦେଶ ଘେରି ରହିଥିବା ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ, ଭୋଜନପାନର ଦିବସ ଭାବେ ପାଳନ କରନ୍ତି, ଯେଉଁଥିରେ ସେମାନେ ଜଣେ ଅନ୍ୟଜଣକୁ ଉପହାର ପଠାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ଗ୍ରାମସ୍ଥ, ଅର୍ଥାତ୍, ପ୍ରାଚୀରହୀନ ନଗର ନିବାସୀ ଯିହୁଦୀୟମାନେ ଅଦର ମାସର ଚତୁର୍ଦ୍ଦଶ ଦିନକୁ ଆନନ୍ଦ ଓ ଭୋଜନପାନ ଓ ମଙ୍ଗଳର, ପୁଣି ପରସ୍ପର ଅଂଶ ପଠାଇବାର ଦିନ କରି ମାନନ୍ତି।