Esther 9:2 — Compare Translations

5 translations compared side by side

Odia - 1840
"ସହେି ସମୟରେ, ରାଜା ଅକ୍ଷଶ୍ବରେଶଙ୍କର ରାଜ୍ଯର ସମସ୍ତ ନଗର ରେ ୟିହୁଦୀଯମାନେ ସମାନଙ୍କେୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧ ରେ ପ୍ରତିବାଦ କରିବାକୁ ଏକତ୍ରୀତ ହେଲେ। ପୁଣି ସମାନଙ୍କେ ସମ୍ମୁଖ ରେ କହେି ଠିଆ ହାଇପୋରିଲେ ନାହିଁ, କାରଣ ସମୁଦାଯ ଲୋକେ ସମାନଙ୍କେୁ ଭୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ଵେରଶ ରାଜାର ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ, ରାଜା ଅକ୍ଷଶ୍ୱେରଶଙ୍କର ରାଜ୍ୟର ସମସ୍ତ ନଗରରେ ଯିହୁଦୀୟମାନେ ସେମାନଙ୍କୁ କ୍ଷତି କରିବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ବିରୁଦ୍ଧରେ ପ୍ରତିବାଦ କରିବାକୁ ଏକତ୍ରିତ ହେଲେ। ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇପାରିଲେ ନାହିଁ, କାରଣ ସମୁଦାୟ ଲୋକେ ସେମାନଙ୍କୁ ଭୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯିହୁଦୀୟମାନେ ଆପଣାମାନଙ୍କ ହିଂସାଚେଷ୍ଟାକାରୀଗଣ ଉପରେ ହସ୍ତକ୍ଷେପ କରିବାକୁ ଅକ୍ଷଶ୍ୱେରଶ ରାଜାଙ୍କ ଯାବତୀୟ ପ୍ରଦେଶରେ ଆପଣା ଆପଣା ନଗରରେ ଏକତ୍ରିତ ହେଲେ, ପୁଣି ସେମାନଙ୍କ ସମ୍ମୁଖରେ କେହି ଠିଆ ହୋଇ ପାରିଲେ ନାହିଁ, କାରଣ ସମୁଦାୟ ଲୋକ ସେମାନଙ୍କ ସକାଶୁ ଭୀତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)