Esther 9:20 — Compare Translations
5 translations compared side by side
Odia - 1840
"ଏହାପରେ ମର୍ଦ୍ଦଖଯ ଏହିସବୁ ବିଷଯ ଲେଖିଲା ଓ ଅକ୍ଷଶ୍ବରେଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶ ରେ ଥିବା ସମସ୍ତ ୟିହୁଦୀମାନଙ୍କ ନିକଟକୁ ପଠାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲା ଓ ଅକ୍ଷଶ୍ଵେରଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲା ଓ ଅକ୍ଷଶ୍ୱେରଶ ରାଜାର ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀମାନଙ୍କ ନିକଟକୁ ପଠାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମର୍ଦ୍ଦଖୟ ଏହିସବୁ ବିଷୟ ଲେଖିଲେ ଓ ଅକ୍ଷଶ୍ୱେରଶ ରାଜାଙ୍କ ନିକଟସ୍ଥ ଓ ଦୂରସ୍ଥ ସକଳ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ପତ୍ର ପଠାଇଲେ।