Esther 9:23 — Compare Translations

5 translations compared side by side

Odia - 1840
"ତହିଁରେ ୟିହୁଦୀମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖଯ ଯେପରି ଲେଖିଥିଲେ, ସମାନେେ ଠିକ୍ ସହେିପରି କରିବାକୁ ରାଜି ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲା, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ଯିହୁଦୀମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ଠିକ୍ ସେହିପରି କରିବାକୁ ରାଜି ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯିହୁଦୀୟମାନେ ଯେପରି ଆରମ୍ଭ କରିଥିଲେ ଓ ମର୍ଦ୍ଦଖୟ ଯେପରି ଲେଖିଥିଲେ, ସେମାନେ ତଦ୍ରୂପ ବ୍ୟବହାର କରିବାକୁ ସମ୍ମତ ହେଲେ;