Esther 9:24 — Compare Translations

5 translations compared side by side

Odia - 1840
"କାରଣ ସମୁଦାଯ ୟିହୁଦୀଯ ଲୋକର ଶତୃ ଅଗାମୀଯ ହମ୍ମଦାଥାର ପୁତ୍ର ହାମନ୍ ସମାନଙ୍କେୁ ବିନାଶ କରିବାର ସଂକଳ୍ପ କରି ସମାନଙ୍କେୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର ଅର୍ଥାତ୍ ଲୋଟ ଦ୍ବାରା ସମାନେେ ନିଷ୍ପତ୍ତି କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍, ଗୁଲିବାଣ୍ଟ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସମୁଦାୟ ଯିହୁଦୀୟ ଲୋକର ଶତ୍ରୁ ଅଗାମୀୟ ହମ୍ମଦାଥାର ପୁତ୍ର ହାମନ୍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ “ପୂର” ଅର୍ଥାତ୍ “ଗୁଲିବାଣ୍ଟ” ଦ୍ୱାରା ସେମାନେ ନିଷ୍ପତ୍ତି କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସମୁଦାୟ ଯିହୁଦୀୟ-ଲୋକର ଶତ୍ରୁ ଅଗାଗୀୟ ହମ୍ମଦାଥାର ପୁତ୍ର ହାମନ୍‍ ସେମାନଙ୍କୁ ବିନାଶ କରିବାର ସଂକଳ୍ପ କରି ସେମାନଙ୍କୁ ଲୁପ୍ତ ଓ ବିନାଶ କରିବା ପାଇଁ ପୂର, ଅର୍ଥାତ୍‍, ଗୁଲିବାଣ୍ଟ କରିଥିଲେ।