Esther 9:25 — Compare Translations
5 translations compared side by side
Odia - 1840
"ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସହେି ନିର୍ଦ୍ଦେଶ ଯେ କବଳେ ହାମନର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସହେି ନିର୍ଦ୍ଦେଶ ହାମନ୍ ଓ ତାର ପରିବାର ରେ ଅନିଷ୍ଟ କରାଇଲା ତେଣୁ ହାମନ ଓ ତାର ପୁତ୍ରଗଣ ଫାଶୀଖୁଣ୍ଟ ରେ ଝୁଲାଗେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ହାମନ୍ ଏପରି କରିଥିଲେ କିନ୍ତୁ ଏଷ୍ଟର ରାଜାଙ୍କ ନିକଟରେ ଜଣାଇଲେ। ତେଣୁ ସେ ଆଉ ନୂତନ ନିର୍ଦ୍ଦେଶ ପଠାଇଲେ। ସେହି ନିର୍ଦ୍ଦେଶ ଯେ କେବଳ ହାମନ୍ର ଯୋଜନାକୁ ପଣ୍ତ କଲା ତାହା ନୁହେଁ। ସେହି ନିର୍ଦ୍ଦେଶ ହାମନ୍ ଓ ତାର ପରିବାରରେ ଅନିଷ୍ଟ କରାଇଲା ତେଣୁ ହାମନ୍ ଓ ତାର ପୁତ୍ରଗଣ ଫାଶୀଖୁଣ୍ଟରେ ଝୁଲାଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”