Esther 9:26 — Compare Translations

5 translations compared side by side

Odia - 1840
"ସହେି ସମୟରେ ପୁରୀମ ନାମ ଅନୁସାରେ ସହେି ଦୁଇ ନିଯମ ନାମ ପୂରୀମ ହେଲା। ଏବଂ ସହେି ଚିଠିର ସମସ୍ତ କଥା ଯୋଗୁଁ ଓ ସେ ବିଷଯ ରେ ସମାନେେ ଯାହା ଦେଖିଥିଲେ, ସମାନଙ୍କେ ପ୍ରତି ତାହା ଘଟିଥିଲା, ତହିଁ ସକାଶୁ ୟିହୁଦୀଯମାନେ ଆପଣାମାନଙ୍କର ଓ ନିଜ ନିଜ ବଂଶର ୟିହୁଦୀ ମତାଲମ୍ବି ଗଣର କର୍ତ୍ତବ୍ଯ ବୋଲି ଏହା ସ୍ଥିର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍ ହେଲା । ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ଵୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ “ପୂର” ନାମ ଅନୁସାରେ ସେହି ଦୁଇ ନିୟମ ନାମ “ପୂରୀମ୍” ହେଲା ଏବଂ ସେହି ଚିଠିର ସମସ୍ତ କଥା ଯୋଗୁଁ ଓ ସେ ବିଷୟରେ ସେମାନେ ଯାହା ଦେଖିଥିଲେ, ସେମାନଙ୍କ ପ୍ରତି ତାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ନିଜ ନିଜ ବଂଶର ଯିହୁଦୀ ମତାବଲମ୍ବି ଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ। ସେହି ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ମତେ ତାହା ଲୋପ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ପୂର ନାମାନୁସାରେ ସେହି ଦୁଇ ଦିନର ନାମ ପୂରୀମ୍‍ ହେଲା। ପୁଣି, ସେହି ପତ୍ରର ସକଳ କଥା ସକାଶୁ ଓ ସେ ବିଷୟରେ ଯାହା ସେମାନେ ଦେଖିଥିଲେ ଓ ସେମାନଙ୍କ ପ୍ରତି ଯାହା ଘଟିଥିଲା, ତହିଁ ସକାଶୁ ଯିହୁଦୀୟମାନେ ଆପଣାମାନଙ୍କର ଓ ଆପଣା ଆପଣା ବଂଶର ଓ ଯିହୁଦୀ-ମତାବଲମ୍ବୀଗଣର କର୍ତ୍ତବ୍ୟ ବୋଲି ଏହା ସ୍ଥିର କଲେ ଯେ,
Odia IRV 2017 (ଓଡିଆ ବାଇବେଲ)