Esther 9:27 — Compare Translations

4 translations compared side by side

Odia - 1840
"ସହେି ସମ୍ପର୍କୀଯ ଲିଖିତ ଆଜ୍ଞା ଓ ନିରୂପିତ ସମଯାନୁସା ରେ ସମାନେେ ବର୍ଷକୁ ବର୍ଷ ଏହି ଦୁଇଦିନ ପାଳନ କରିବେ ଓ କୌଣସି ମତେ ତାହା ଲୋପ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତତ୍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତତ୍‍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
“ତତ୍‍ସମ୍ପର୍କୀୟ ଲିଖିତ ଆଜ୍ଞା ଓ ନିରୂପିତ ସମୟାନୁସାରେ ସେମାନେ ବର୍ଷକୁ ବର୍ଷ ଏହି ଦୁଇ ଦିନ ପାଳନ କରିବେ ଓ କୌଣସି ରୂପେ ତାହା ଲୋପ କରିବେ ନାହିଁ।