Esther 9:28 — Compare Translations

5 translations compared side by side

Odia - 1840
"ସମସ୍ତ ପୁରୁଷ ପରମ୍ପରା ରେ, ପ୍ରେତ୍ୟକକ ବଂଶ ରେ ଓ ପ୍ରେତ୍ୟକକ ପ୍ରଦେଶ ରେ ଓ ପ୍ରେତ୍ୟକକ ନଗର ରେ ସହେି ଦୁଇଦିନ ସ୍ମରଣ ଓ ପାଳନ କରାୟିବ। ପୁଣି ଏହି ପୂରୀମ ଦିନ ୟିହୁଦୀଯମାନଙ୍କ ମଧ୍ଯରୁ ଲୋପ ପାଇବ ନାହିଁ ଓ ସମାନଙ୍କେ ବଂଶଧରମାନଙ୍କ ମଧ୍ଯରୁ ସହେି ଦୁଇ ଦିନ ସ୍ମରଣ ଲୁପ୍ତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ପୁରୁଷ ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ। ପୁଣି ଏହି ପୂରୀମ୍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶଧରମାନଙ୍କ ମଧ୍ୟରୁ ସେହି ଦୁଇ ଦିନ ସ୍ମରଣ ଲୁପ୍ତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସମସ୍ତ ପୁରୁଷ-ପରମ୍ପରାରେ, ପ୍ରତ୍ୟେକ ବଂଶରେ ଓ ପ୍ରତ୍ୟେକ ପ୍ରଦେଶରେ ଓ ପ୍ରତ୍ୟେକ ନଗରରେ ସେହି ଦୁଇ ଦିନ ସ୍ମରଣ ଓ ପାଳନ କରାଯିବ; ପୁଣି, ଏହି ପୂରୀମ୍‍ ଦିନ ଯିହୁଦୀୟମାନଙ୍କ ମଧ୍ୟରୁ ଲୋପ ପାଇବ ନାହିଁ ଓ ସେମାନଙ୍କ ବଂଶ ମଧ୍ୟରୁ ସେହି ଦୁଇ ଦିନର ସ୍ମରଣ ଲୁପ୍ତ ହେବ ନାହିଁ।”