Esther 9:29 — Compare Translations
5 translations compared side by side
Odia - 1840
"ତାପରେ, ଅବୀହଯିଲର କନ୍ଯା ରାଣୀ ଏଷ୍ଟର ଓ ୟିହୁଦୀଯ ମର୍ଦ୍ଦଖଯର ପୂରୀମ ଦିନ ବିଷଯ ରେ ସୁନିଶ୍ଚିତ କରିବା ପାଇଁ ସମାନଙ୍କେର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ବିତୀୟ ପତ୍ର ଲେଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍-ଦିନବିଷୟକ ଏହି ଦ୍ଵିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ, ଅବୀହେଲିୟର କନ୍ୟା ରାଣୀ ଏଷ୍ଟର ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍ ଦିନ ବିଷୟରେ ସୁନିଶ୍ଚିତ କରିବା ପାଇଁ ସେମାନଙ୍କର ସମ୍ପୂର୍ଣ୍ଣ ଅଧିକାର ସହିତ ଦ୍ୱିତୀୟ ପତ୍ର ଲେଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।
Odia IRV 2017 (ଓଡିଆ ବାଇବେଲ)
ଅବୀହୟିଲର କନ୍ୟା ଏଷ୍ଟର ରାଣୀ ଓ ଯିହୁଦୀୟ ମର୍ଦ୍ଦଖୟ ପୂରୀମ୍-ଦିନବିଷୟକ ଏହି ଦ୍ୱିତୀୟ ପତ୍ର ସ୍ଥିରକରଣାର୍ଥେ ସମ୍ପୂର୍ଣ୍ଣ କ୍ଷମତା ସହିତ ଲେଖିଲେ।