Esther 9:3 — Compare Translations

5 translations compared side by side

Odia - 1840
"ପ୍ରଦେଶ ଅଧିପତି ଓ କ୍ଷତିପାଳ, ଶାସନକର୍ତ୍ତା ଓ ରାଜ କର୍ମଗ୍ଭରୀମାନେ ୟିହୁଦୀଯମାନଙ୍କୁ ସାହାୟ୍ଯ କଲେ। କାରଣ ସମାନେେ ମର୍ଦ୍ଦଖଯକୁ ଭୟ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ତ୍ରାସଯୁକ୍ତ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଦେଶ ଅଧିପତି ଓ କ୍ଷିତିପାଳ, ଶାସନକର୍ତ୍ତା ଓ ରାଜ କର୍ମଗ୍ଭରୀମାନେ ଯିହୁଦୀୟମାନଙ୍କୁ ସାହାଯ୍ୟ କଲେ। କାରଣ ସେମାନେ ମର୍ଦ୍ଦଖୟକୁ ଭୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପ୍ରଦେଶାଧିପତି ଓ କ୍ଷିତିପାଳ ଓ ଶାସନକର୍ତ୍ତା ଓ ରାଜ-କର୍ମକାରୀମାନେ ଯିହୁଦୀୟମାନଙ୍କର ସାହାଯ୍ୟ କଲେ, କାରଣ ମର୍ଦ୍ଦଖୟ ସକାଶେ ସେମାନେ ଭୟଭୀତ ହୋଇଥିଲେ।