Esther 9:30 — Compare Translations

5 translations compared side by side

Odia - 1840
"ତେଣୁ ସେ ରାଜା ଅକ୍ଷଶ୍ବରେଶଙ୍କର 127ଟି ରାଜ୍ଯର ସମସ୍ତ ୟିହୁଦୀମାନଙ୍କୁ ଶାନ୍ତିର ଓ ସତ୍ଯର ବାର୍ତ୍ତାସବୁ ପଠାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସେ ରାଜା ଅକ୍ଷଶ୍ୱେରଶଙ୍କର 127ଟି ରାଜ୍ୟର ସମସ୍ତ ଯିହୁଦୀମାନଙ୍କୁ ଶାନ୍ତିର ଓ ସତ୍ୟର ବାର୍ତ୍ତାସବୁ ପଠାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦୀୟ ମର୍ଦ୍ଦଖୟ ଓ ଏଷ୍ଟର ରାଣୀ ଯିହୁଦୀୟମାନଙ୍କ ନିମନ୍ତେ ଉପବାସ ଓ କ୍ରନ୍ଦନ ବିଷୟକ ଯେଉଁ ଆଜ୍ଞା ଦେଇଥିଲେ ଓ ସେମାନଙ୍କର ଆପଣାମାନଙ୍କ ପାଇଁ ଓ ଆପଣାମାନଙ୍କ ବଂଶ ପାଇଁ ଯାହା ସ୍ଥିର କରିଥିଲେ,