Esther 9:31 — Compare Translations

5 translations compared side by side

Odia - 1840
"ପୂରୀମ ପାଳନ କରିବା ପାଇଁ ଏହି ତାରିଖ ଗୁଡିକ ଏହିପତ୍ର ସୁନିଶ୍ଚିତ କଲା, ଏବଂ ୟିହୁଦୀ ମର୍ଦ୍ଦଖଯ ଏବଂ ରାଣୀ ଏଷ୍ଟର ଆଦେଶ କରିଥିଲେ। ସମାନଙ୍କେର ଉପବାସ ଓ ସାହାୟ୍ଯ ପ୍ରାର୍ଥନାର ଦିନଗୁଡିକ ଉତ୍ସବ ଦ୍ବାରା ସ୍ମୃତିରକ୍ଷା କରିବା ନିମନ୍ତେ ସମାନେେ ଏହି ପର୍ବଦିନଗୁଡିକ ସମାନଙ୍କେ ନିଜ ପାଇଁ ଓ ସମାନଙ୍କେର ଭବିଷ୍ଯତ୍ ବଂଶଧରମାନଙ୍କ ପାଇଁ ପ୍ରତିଷ୍ଠା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ଵେରଶ ରାଜାର ଅଧୀନସ୍ଥ ଏକଶତ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କଠାକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୂରୀମ୍ ପାଳନ କରିବା ପାଇଁ ଏହି ତାରିଖ ଗୁଡ଼ିକ ଏହିପତ୍ର ସୁନିଶ୍ଚିତ କଲା, ଏବଂ ଯିହୁଦୀ ମର୍ଦ୍ଦଖୟ ଏବଂ ରାଣୀ ଏଷ୍ଟର ଆଦେଶ କରିଥିଲେ। ସେମାନଙ୍କର ଉପବାସ ଓ ସାହାଯ୍ୟ ପ୍ରାର୍ଥନାର ଦିନଗୁଡ଼ିକ ଉତ୍ସବ ଦ୍ୱାରା ସ୍ମୃତିରକ୍ଷା କରିବା ନିମନ୍ତେ ସେମାନେ ଏହି ପର୍ବଦିନଗୁଡ଼ିକ ସେମାନଙ୍କ ନିଜ ପାଇଁ ଓ ସେମାନଙ୍କର ଭବିଷ୍ୟଦ୍ ବଂଶଧରମାନଙ୍କ ପାଇଁ ପ୍ରତିଷ୍ଠା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକ ଶହ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତଦନୁସାରେ ମର୍ଦ୍ଦଖୟ ନିରୂପିତ କାଳରେ ପୂରୀମ୍‍ର ସେହି ଦୁଇ ଦିନର ପାଳନ ସ୍ଥିର କରିବା ନିମନ୍ତେ ଅକ୍ଷଶ୍ୱେରଶ ରାଜାଙ୍କ ଅଧୀନସ୍ଥ ଏକଶତ ସତାଇଶ ପ୍ରଦେଶରେ ଥିବା ସମସ୍ତ ଯିହୁଦୀୟମାନଙ୍କ ନିକଟକୁ ଶାନ୍ତି ଓ ସତ୍ୟ-ବାକ୍ୟଯୁକ୍ତ ପତ୍ର ପ୍ରେରଣ କଲେ।