Esther 9:32 — Compare Translations
5 translations compared side by side
Odia - 1840
"ଏହିପରି ଏଷ୍ଟର ଆଜ୍ଞାଦ୍ବାରା ପୂରୀମ୍ ଦିନ ରେ ବିଧି ସ୍ଥିରିକୃତ ହେଲା ଓ ତାହା ପୁସ୍ତକରେ ଲଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଏଷ୍ଟରର ଆଜ୍ଞା ଦ୍ଵାରା ପୂରୀମ୍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଏଷ୍ଟରର ଆଜ୍ଞାଦ୍ୱାରା “ପୂରୀମ୍” ଦିନରେ ବିଧି ସ୍ଥିରିକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଏଷ୍ଟରଙ୍କ ଆଜ୍ଞା ଦ୍ୱାରା ପୂରୀମ୍-ଦିନର ବିଧି ସ୍ଥିରୀକୃତ ହେଲା ଓ ତାହା ପୁସ୍ତକରେ ଲେଖାଗଲା।