Esther 9:4 — Compare Translations
5 translations compared side by side
Odia - 1840
"କାରଣ ମର୍ଦ୍ଦଖଯ ରାଜଗୃହ ମଧିଅରେ ଶକ୍ତିଶାଳୀ ଥିଲା ଓ ତାହାର ୟଶ ସର୍ବପ୍ରଦେଶ ରେ ପ୍ରଗ୍ଭରିତ ହେଲା ଏବଂ ମର୍ଦ୍ଦଖଯ ଲଗାତର ଭାବରେ ଅଧିକରୁ ଅଧିକ ଶକ୍ତିଶାଳୀ ହେଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଉତ୍ତରୋତ୍ତର ମହାନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ଶକ୍ତିଶାଳୀ ଥିଲା ଓ ତାହାର ଯଶ ସର୍ବପ୍ରଦେଶରେ ପ୍ରଗ୍ଭରିତ ହେଲା ଏବଂ ମର୍ଦ୍ଦଖୟ ଲଗାତର ଭାବରେ ଅଧିକରୁ ଅଧିକ ଶକ୍ତିଶାଳୀ ହେଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ ଥିଲେ ଓ ତାହାର ଯଶ ସର୍ବ ପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ମର୍ଦ୍ଦଖୟ ରାଜଗୃହ ମଧ୍ୟରେ ମହାନ୍ ଥିଲେ ଓ ତାହାର ଯଶ ସର୍ବପ୍ରଦେଶରେ ବ୍ୟାପ୍ତ ହେଲା; କାରଣ ସେହି ମର୍ଦ୍ଦଖୟ ଅଧିକ ଶକ୍ତିଶାଳୀ ହେଲେ।