Esther 9:5 — Compare Translations
5 translations compared side by side
Odia - 1840
"ୟିହୁଦୀଯମାନେ ସମାନଙ୍କେର ସମସ୍ତ ଶତୃଙ୍କୁ ଖଣ୍ତା ରେ ହାଣି ବିନାଶ କଲେ। ସମାନେେ ସମାନଙ୍କେର ଘୃଣାକାରୀଗଣ ପ୍ରତି ମନ ଇଚ୍ଛା ବ୍ଯବହାର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ଼୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦୀୟମାନେ ସେମାନଙ୍କର ସମସ୍ତ ଶତ୍ରୁଙ୍କୁ ଖଣ୍ଡାରେ ହାଣି ବିନାଶ କଲେ। ସେମାନେ ସେମାନଙ୍କର ଘୃଣାକାରୀଗଣ ପ୍ରତି ମନ ଇଚ୍ଛା ବ୍ୟବହାର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦୀୟମାନେ ଆପଣାମାନଙ୍କ ସମସ୍ତ ଶତ୍ରୁଙ୍କୁ ଖଡ୍ଗାଘାତ ଓ ସଂହାର ଓ ବିନାଶ କଲେ; ସେମାନେ ଆପଣାମାନଙ୍କ ଘୃଣାକାରୀଗଣ ପ୍ରତି ଯାହା ଇଚ୍ଛା, ତାହା କଲେ।