Exodus 1:10 — Compare Translations
5 translations compared side by side
Odia - 1840
"ସମାନେେ ଯେପରି ବର୍ଦ୍ଧିତ ନହୁଅନ୍ତି ସେଥିପାଇଁ ଆମ୍ଭକୁ ଯୋଜନା କରିବାକୁ ପଡିବ। ଯଦି ୟୁଦ୍ଧ ହୁଏ, ଇଶ୍ରାୟେଲୀମାନେ ଆମ୍ଭର ଶତୃ ପକ୍ଷ ରେ ଯୋଗଦଇେ ପାରନ୍ତି। ତା'ପରେ ସମାନେେ ଆମ୍ଭକୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରିପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଂଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଂଗେ ସାବଧାନ ହୋଇ ବ୍ୟବହାର କରୁ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି ସେଥିପାଇଁ ଆମ୍ଭମାନଙ୍କୁ ଯୋଜନା କରିବାକୁ ପଡ଼ିବ। ଯଦି ଯୁଦ୍ଧ ହୁଏ, ଇସ୍ରାଏଲୀୟମାନେ ଆମ୍ଭର ଶତ୍ରୁ ପକ୍ଷରେ ଯୋଗଦେଇ ପାରନ୍ତି। ତା’ପରେ ସେମାନେ ଆମ୍ଭମାନଙ୍କୁ ପରାସ୍ତ କରି ଦେଶରୁ ପ୍ରସ୍ଥାନ କରି ପାରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯେପରି ବର୍ଦ୍ଧିତ ନ ହୁଅନ୍ତି, ପୁଣି, ଯୁଦ୍ଧ ଘଟିଲେ, ଆମ୍ଭମାନଙ୍କର ଶତ୍ରୁପକ୍ଷ ହୋଇ ଆମ୍ଭମାନଙ୍କ ସଙ୍ଗେ ଯୁଦ୍ଧ ନ କରନ୍ତି ଓ ଏ ଦେଶରୁ ପ୍ରସ୍ଥାନ ନ କରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କ ସଙ୍ଗେ ସାବଧାନ ହୋଇ ବ୍ୟବହାର କରୁ।”
Odia IRV 2017 (ଓଡିଆ ବାଇବେଲ)