Exodus 1:12 — Compare Translations
5 translations compared side by side
Odia - 1840
"ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସମାନଙ୍କେୁ ଯେତେ ଅଧିକ ପରଶ୍ରମ କରାଇଲେ, ସମାନଙ୍କେର ସଂଖ୍ଯା ସହେିପରି ଅଧିକ ବ୍ଯାପିଲା। ଏହା ମିଶରୀଯ ଲୋକମାନଙ୍କର ଭୟର କାରଣ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି ସେତେ ଅଧିକ ବ୍ୟାପି ଗଲେ । ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନେ ଇସ୍ରାଏଲୀୟମାନଙ୍କୁ ଅଧିକରୁ ଅଧିକ ପରିଶ୍ରମ କରାଇଲେ। ସେମାନଙ୍କୁ ଯେତେ ଅଧିକ ପରିଶ୍ରମ କରାଇଲେ, ସେମାନଙ୍କର ସଂଖ୍ୟା ସେହିପରି ଅଧିକ ବ୍ୟାପିଲା। ଏହା ମିଶରୀୟ ଲୋକମାନଙ୍କର ଭୟର କାରଣ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପିଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେମାନେ ସେମାନଙ୍କୁ ଯେତେ ଅଧିକ କ୍ଳେଶ ଦେଲେ, ସେମାନେ ସେତେ ଅଧିକ ବୃଦ୍ଧି ପାଇଲେ, ପୁଣି, ସେତେ ଅଧିକ ବ୍ୟାପି ଗଲେ। ଏହେତୁ ଇସ୍ରାଏଲର ସନ୍ତାନମାନଙ୍କ ନିମନ୍ତେ ସେମାନେ ଅତିଶୟ ଉଦ୍ବିଗ୍ନ ହେଲେ।