Exodus 1:13 — Compare Translations

5 translations compared side by side

Odia - 1840
"ତେଣୁ ମିଶରୀଯମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମିଶରୀୟମାନେ ତହିଁରୁ ତାଙ୍କୁ ଅଧିକ ପରିଶ୍ରମ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମିସରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମିସ୍ରୀୟ ଲୋକମାନେ ନିର୍ଦ୍ଦୟ ଭାବରେ ଇସ୍ରାଏଲ ସନ୍ତାନମାନଙ୍କୁ ଦାସ୍ୟକର୍ମ କରାଇଲେ।