Exodus 1:14 — Compare Translations

5 translations compared side by side

Odia - 1840
"ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସମାନେେ ସମାନଙ୍କେୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବଧ୍ଯ କଲେ। ସମାନଙ୍କେୁ ମଧ୍ଯ ବିଲ ରେ କଠିନ ପରିଶ୍ରମ କରାଇଲେ। ସମାନେେ ପ୍ରେତ୍ୟକକ କ୍ଷେତ୍ର ରେ ସମାନଙ୍କେୁ ଅଧିକ ପରିଶ୍ରମ କରିବାକୁ ବାଧ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି କାଦୁଅ ଓ ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ଵାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ । ସେମାନେ ଯେସମସ୍ତ ଦାସ୍ୟକର୍ମ କରାଇଲେ; ସେସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନେ ଇସ୍ରାଏଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସେମାନେ ସେମାନଙ୍କୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବାଧ୍ୟ କଲେ। ସେମାନଙ୍କୁ ମଧ୍ୟ ବିଲରେ କଠିନ ପରିଶ୍ରମ କରାଇଲେ। ସେମାନେ ପ୍ରତ୍ୟେକ କ୍ଷେତ୍ରରେ ସେମାନଙ୍କୁ ଅଧିକ ପରିଶ୍ରମ କରିବାକୁ ବାଧ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କାଦୁଅ, ଇଟା ଓ ବିଲର ସବୁ କର୍ମାଦି କଠିନ ଦାସ୍ୟକର୍ମ ଦ୍ୱାରା ସେମାନଙ୍କ ପ୍ରାଣକୁ ବିରକ୍ତ କରିବାକୁ ଲାଗିଲେ। ସେମାନେ ଯେଉଁ ସମସ୍ତ ଦାସ୍ୟକର୍ମ କରାଇଲେ; ସେହି ସମସ୍ତ ନିର୍ଦ୍ଦୟ ଭାବରେ କରାଇଲେ।