Exodus 1:16 — Compare Translations
5 translations compared side by side
Odia - 1840
"ରାଜା କହିଲେ, ଯେଉଁ ସମୟରେ ତୁମ୍ଭମାନେେ ଏବ୍ରୀଯା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ୟ୍ଯ କରିବ ଓ ସମାନଙ୍କେର ପିଲା ଜନ୍ମ କରିବା ରେ ସାହାୟ୍ଯ କରିବ, ପୁତ୍ର ସନ୍ତାନ ଥିଲେ ସମାନଙ୍କେୁ ମାରିଦବେ ଓ କନ୍ଯା ସନ୍ତାନ ହେଲେ ସମାନଙ୍କେୁ ଜୀବିତ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯେବେ ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯେବେ କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କର ପିଲା ଜନ୍ମ କରିବାରେ ସାହାଯ୍ୟ କରିବ, ପୁତ୍ର ସନ୍ତାନ ଥିଲେ ସେମାନଙ୍କୁ ମାରିଦେବ ଓ କନ୍ୟା ସନ୍ତାନ ହେଲେ ସେମାନଙ୍କୁ ଜୀବିତ ରଖିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀ କାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”
Odia IRV 2017 (ଓଡିଆ ବାଇବେଲ)
“ଯେଉଁ ସମୟରେ ତୁମ୍ଭେମାନେ ଏବ୍ରୀୟା ସ୍ତ୍ରୀମାନଙ୍କର ଧାତ୍ରୀକାର୍ଯ୍ୟ କରିବ ଓ ସେମାନଙ୍କୁ ଜନ୍ମାସନରେ ଦେଖିବ; ସେ ସମୟରେ ଯଦି ପୁତ୍ରସନ୍ତାନ ହେବ, ତେବେ ତାକୁ ବଧ କରିବ; ଆଉ ଯଦି କନ୍ୟା ହେବ, ତେବେ ତାକୁ ଜୀବିତ ରଖିବ।”