Exodus 1:17 — Compare Translations
5 translations compared side by side
Odia - 1840
"ମାତ୍ର ସହେି ଧାତ୍ରୀମାନେ ପରମେଶ୍ବରଙ୍କୁ ବିଶ୍ବାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନଥିଲେ. ସମାନେେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ଧାତ୍ରୀମାନେ ପରମେଶ୍ଵରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ପ୍ରମାଣେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନ ଥିଲେ। ସେମାନେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ମିସ୍ରୀୟ ରାଜାଙ୍କର ଆଜ୍ଞା ଅନୁସାରେ ନ କରି ପୁତ୍ରସନ୍ତାନମାନଙ୍କୁ ଜୀବିତ ରଖିଲେ।