Exodus 1:18 — Compare Translations

5 translations compared side by side

Odia - 1840
"ମିଶର ରେ ରାଜା ସହେି ଧାତ୍ରୀମାନଙ୍କୁ ଡ଼କାଇ ପଠାଇ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏପରି କାହିଁକି କଲ? ତୁମ୍ଭମାନେେ କିପରି ପୁତ୍ର ସନ୍ତାନମାନଙ୍କୁ ଜୀବିତ ରଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, ତୁମ୍ଭେମାନେ ଏପରି କାର୍ଯ୍ୟ କିହେତୁ କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ରାଜା ସେହି ଧାତ୍ରୀମାନଙ୍କୁ ଡକାଇ ପଠାଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏପରି କାହିଁକି କଲ? ତୁମ୍ଭେମାନେ କାହିଁକି ପୁତ୍ର ସନ୍ତାନମାନଙ୍କୁ ଜୀବିତ ରଖିଲ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?”
Odia IRV 2017 (ଓଡିଆ ବାଇବେଲ)
ତେଣୁ ମିସରର ରାଜା ଧାତ୍ରୀମାନଙ୍କୁ ଡକାଇ କହିଲେ, “ତୁମ୍ଭେମାନେ ଏପରି କାର୍ଯ୍ୟ କାହିଁକି କରୁଅଛ? ପୁତ୍ରସନ୍ତାନମାନଙ୍କୁ କାହିଁକି ଜୀବିତ ରଖୁଅଛ?”