Exodus 1:19 — Compare Translations
5 translations compared side by side
Odia - 1840
"ଧାତ୍ରୀମାନେ ଫାରୋଙ୍କୁ କହିଲେ, ଏବ୍ରୀଯା ସ୍ତ୍ରୀଗଣ ମିଶରୀଯ ସ୍ତ୍ରୀଙ୍କଠାରୁ ଚଞ୍ଚଳା। ସମାନଙ୍କେ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସମାନେେ ପ୍ରସବ କରି ସାରିଥାଆନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିଶରୀୟ ସ୍ତ୍ରୀମାନଙ୍କଠାରୁ ବଳିଷ୍ଠା। ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରି ସାରିଥା’ନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସରୀୟା ସ୍ତ୍ରୀଗଣ ପରି ନୁହନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଧାତ୍ରୀମାନେ ଫାରୋଙ୍କୁ କହିଲେ, “ଏବ୍ରୀୟା ସ୍ତ୍ରୀଗଣ ମିସ୍ରୀୟା ସ୍ତ୍ରୀଗଣ ପରି ନୁହଁନ୍ତି; ସେମାନେ ବଳବତୀ, ସେମାନଙ୍କ ନିକଟକୁ ଧାତ୍ରୀ ଆସିବା ପୂର୍ବରୁ ସେମାନେ ପ୍ରସବ କରନ୍ତି।”