Exodus 1:20 — Compare Translations

5 translations compared side by side

Odia - 1840
"ପରମେଶ୍ବର ସହେି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସମାନଙ୍କେର ପରିବାରଗୁଡ଼ିକୁ ବଢ଼ାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟ; ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ ଏବଂ ସେମାନଙ୍କର ପରିବାରଗୁଡ଼ିକୁ ବଢ଼ାଇଲେ। କାରଣ ସେମାନେ ପରମେଶ୍ୱରଙ୍କୁ ଡରୁ ଥିଲେ। ଇସ୍ରାଏଲୀୟମାନଙ୍କ ସଂଖ୍ୟା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱର ସେହି ଧାତ୍ରୀମାନଙ୍କର ମଙ୍ଗଳ କଲେ, ତହିଁରେ ଲୋକମାନେ ଅତ୍ୟନ୍ତ ବୃଦ୍ଧି ପାଇ ଅତିଶୟ ବଳବାନ ହେଲେ।