Exodus 1:21 — Compare Translations

4 translations compared side by side

Odia - 1840
"କାରଣ ସମାନେେ ପରମେଶ୍ବରଙ୍କୁ ଡ଼ରୁ ଥିଲେ। ଇଶ୍ରାୟେଲୀୟମାନଙ୍କ ସଂଖ୍ଯା ବଢ଼ିଲା ଏବଂ ବହୁତ ଶକ୍ତିଶାଳୀ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଧାତ୍ରୀମାନେ ପରମେଶ୍ଵରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ଭୟ କରିବାରୁ ସେ ସେମାନଙ୍କ ବଂଶ ବୃଦ୍ଧି କଲେ।