Exodus 1:22 — Compare Translations

5 translations compared side by side

Odia - 1840
"ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, ଇଶ୍ରାୟେଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀ ରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ଯା ସନ୍ତାନଗଣଙ୍କୁ ଜିବୀତ ରଖିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଫାରୋ ତାଙ୍କର ସମସ୍ତ ଲୋକମାନଙ୍କୁ ଆଜ୍ଞା ଦେଲେ, “ଇସ୍ରାଏଲର ସମସ୍ତ ନବଜାତ ବାଳକମାନଙ୍କୁ ନୀଳ ନଦୀରେ ଫୋପାଡ଼ି ଦିଅ। କିନ୍ତୁ ତୁମ୍ଭେ କନ୍ୟା ସନ୍ତାନଗଣଙ୍କୁ ଜୀବିତ ରଖିପାର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଫାରୋ ଆପଣା ସମସ୍ତ ପ୍ରଜାଙ୍କୁ ଏହି ଆଜ୍ଞା ଦେଲେ, “ତୁମ୍ଭେମାନେ ନବଜାତ ପ୍ରତ୍ୟେକ ପୁତ୍ରସନ୍ତାନକୁ ନୀଳ ନଦୀରେ ନିକ୍ଷେପ କର, ମାତ୍ର ପ୍ରତ୍ୟେକ କନ୍ୟାକୁ ଜୀବିତ ରଖ।”