Exodus 1:5 — Compare Translations
5 translations compared side by side
Odia - 1840
"ମାଟେ ରେ ଯାକୁବଙ୍କର ବଂଶଧର ସତୁରି ଜଣ ଥିଲେ। ଅନ୍ୟ ପୁତ୍ର ଯୋଷଫଙ୍କେ ଆଗରୁ ମିଶରର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସର୍ବସୁଦ୍ଧା ଯାକୁବଙ୍କର କଟିରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଟରେ ଯାକୁବଙ୍କର ବଂଶଧର ସତୁରି ଜଣ ଥିଲେ। ଅନ୍ୟ ପୁତ୍ର ଯୋଷେଫ ଆଗରୁ ମିଶରରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସର୍ବସୁଦ୍ଧା ଯାକୁବଙ୍କଠାରୁ ଉତ୍ପନ୍ନ ବଂଶ ସତୁରି ପ୍ରାଣୀ ଥିଲେ; ମାତ୍ର ଯୋଷେଫ ପୂର୍ବେ ମିସରରେ ଥିଲେ।