Exodus 1:6 — Compare Translations
5 translations compared side by side
Odia - 1840
"ପରେ ଯୋଷଫେ ତାଙ୍କର ଭାଇମାନେ ଓ ତ୍ତକାଳୀନ ସମସ୍ତ ଲୋକ ମଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯୋଷେଫ ଓ ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପରେ ଯୋଷେଫ ଓ ତାଙ୍କର ଭାଇମାନେ ତତ୍କାଳୀନ ସମସ୍ତ ଲୋକ ମଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯୋଷେଫ, ତାଙ୍କର ଭ୍ରାତୃଗଣ ଓ ତତ୍କାଳୀନ ସମସ୍ତ ଲୋକ ମଲେ।