Exodus 1:8 — Compare Translations
5 translations compared side by side
Odia - 1840
"ଏହାପରେ ଜଣେ ନୂତନ ରାଜା ମିଶର ରେ ରାଜୁତି କଲେ। ସହେି ରାଜା ଜାଣଙ୍କ ଯୋଷଫଙ୍କେୁ ଜାଣି ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟ ଲୋକମାନଙ୍କର ଅସୁବିଧା ଏହା ପରେ ଜଣେ ନୂତନ ରାଜା ମିଶରରେ ରାଜତ୍ୱ କଲେ। ସେହି ରାଜା ଯୋଷେଫଙ୍କୁ ଜାଣି ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଯେ ଯୋଷେଫଙ୍କୁ ଜାଣି ନ ଥିଲେ, ଏପରି ଏକ ନୂତନ ରାଜା ମିସର ଦେଶରେ ହେଲେ।