Exodus 1:9 — Compare Translations
5 translations compared side by side
Odia - 1840
"ସହେି ରାଜା ତାଙ୍କର ଲୋକମାନଙ୍କୁ କହିଲେ, ଇଶ୍ରାୟେଲ ଲୋକମାନଙ୍କୁ ଦେଖ। ସମାନଙ୍କେର ସଂଖ୍ଯା ଆମ୍ଭମାନଙ୍କ ଅପେକ୍ଷା ଅଧିକ! ସମାନେେ ଆମ୍ଭଠାରୁ ଅଧିକ ଶକ୍ତିଶାଳୀ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ଲୋକମାନଙ୍କୁ କହିଲେ, ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କ-ଠାରୁ ଅଧିକ ଅଟନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାଜା ତାଙ୍କର ଲୋକମାନଙ୍କୁ କହିଲେ, “ଇସ୍ରାଏଲ ଲୋକମାନଙ୍କୁ ଦେଖ। ସେମାନଙ୍କର ସଂଖ୍ୟା ଆମ୍ଭମାନଙ୍କ ଅପେକ୍ଷା ଅଧିକ! ସେମାନେ ଆମ୍ଭମାନଙ୍କଠାରୁ ଅଧିକ ଶକ୍ତିଶାଳୀ!
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ଲୋକମାନଙ୍କୁ କହିଲେ, “ଦେଖ, ଇସ୍ରାଏଲ ସନ୍ତାନମାନଙ୍କ ବଂଶ, ବଳରେ ଓ ସଂଖ୍ୟାରେ ଆମ୍ଭମାନଙ୍କଠାରୁ ଅଧିକ ଅଟନ୍ତି।