Exodus 10:1 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ଫାରୋଙ୍କ ନିକଟକୁ ୟାଅ। ମୁଁ ତାଙ୍କୁ ନିଷ୍ଠୁର କରିଛି ଏବଂ କର୍ମଚାରୀମାନଙ୍କୁ ମଧ୍ଯ ନିଷ୍ଠୁର ହୃଦଯ କରିଛି। ମୁଁ ଏପରି କରିଅଛି ୟଦ୍ବାରା ମୁଁ ସମାନଙ୍କେୁ ମାରେ ଶକ୍ତିଶାଳୀ ଅଦ୍ଭୁତ କର୍ମ ଦଖାଇେ ପାରିବି."
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳ ଦଳ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଫାରୋଙ୍କ ନିକଟକୁ ଯାଅ। ମୁଁ ତାଙ୍କୁ କଠୋର କରିଛି ଏବଂ କର୍ମଗ୍ଭରୀମାନଙ୍କୁ ମଧ୍ୟ କଠୋର ହୃଦୟ କରିଛି। ମୁଁ ଏପରି କରିଅଛି ଯଦ୍ଦ୍ୱାରା ମୁଁ ସେମାନଙ୍କୁ ମୋର ଶକ୍ତିଶାଳୀ ଅ‌ଦ୍‌ଭୂତ କର୍ମ ଦେଖାଇ ପାରିବି.
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଫାରୋ ନିକଟକୁ ଯାଅ; କାରଣ ଆମ୍ଭେ ଯେପରି ଲୋକମାନଙ୍କ ମଧ୍ୟରେ ଏହି ସକଳ ଚିହ୍ନ ଦର୍ଶାଇବା,