Exodus 10:11 — Compare Translations

5 translations compared side by side

Odia - 1840
"ଆରମ୍ଭରୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ପ୍ରସ୍ତାବ କରିଅଛ, କବଳେ ସହେି ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଯିବେ। କିନ୍ତୁ ସବୁଲୋକମାନେ ୟାଇ ପାରିବେ ନାହିଁ। ଏହାପରେ ସେ ହାରୋଣ ଓ ମାଶାଙ୍କେୁ ବିଦାଯ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହି ମାତ୍ର ତୁମ୍ଭେମାନେ ଚାହଁ । ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆରମ୍ଭରୁ ଯେଉଁ ଲୋକମାନଙ୍କୁ ତୁମ୍ଭେ ପ୍ରସ୍ତାବ କରିଅଛ, କେବଳ ସେହି ଲୋକମାନେ ସଦାପ୍ରଭୁଙ୍କୁ ଉପାସନା କରିବା ପାଇଁ ଯିବେ। କିନ୍ତୁ ସବୁଲୋକମାନେ ଯାଇ ପାରିବେ ନାହିଁ।” ଏହା ପରେ ସେ ହାରୋଣ ଓ ମୋଶାଙ୍କୁ ବିଦାୟ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏପରି ହେବ ନାହିଁ, ତୁମ୍ଭେମାନେ ଯେତେ ପୁରୁଷ ଅଛ, ଯାଅ, ସଦାପ୍ରଭୁଙ୍କର ସେବା କର; କାରଣ ଏହା ହିଁ ତୁମ୍ଭେମାନେ ଚାହଁ।” ଏଉତ୍ତାରେ ସେମାନେ ଫାରୋଙ୍କ ସାକ୍ଷାତରୁ ତାଡ଼ିତ ହେଲେ।