Exodus 10:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ମାଶାଙ୍କେୁ କହିଲେ, ମିଶରର ଭୂମିରେ ତୁମ୍ଭ ହସ୍ତ ପ୍ରସାରଣ କର, ଏବଂ ମିଶର ଭୂମିରେ ପଙ୍ଗପାଳ ଦଳ ମିଶର ରେ ମାଡିଯିବେ। ଯାହା କୁଆପଥର ବୃଷ୍ଟିରୁ ବଞ୍ଚିଛି ତାହାସବୁ ସମାନେେ ଖାଇଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ କହିଲେ, “ମିଶରର ଭୂମିରେ ତୁମ୍ଭ ହସ୍ତ ପ୍ରସାରଣ କର, ଏବଂ ମିଶର ଭୂମିରେ ପଙ୍ଗପାଳ ଦଳ ମିଶରରେ ମାଡ଼ିଯିବେ। ଯାହା କୁଆପଥର ବୃଷ୍ଟିରୁ ବଞ୍ଚିଛି ତାହା ସବୁ ସେମାନେ ଖାଇଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳାବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ପଙ୍ଗପାଳ ନିମନ୍ତେ ମିସର ଦେଶ ଉପରେ ଆପଣା ହସ୍ତ ବିସ୍ତାର କର, ତହିଁରେ ସେମାନେ ମିସର ଦେଶକୁ ଆସି ଶିଳା ବୃଷ୍ଟିର ଅବଶିଷ୍ଟାଂଶ ଭୂମିର ତୃଣାଦି ସମସ୍ତ ଗ୍ରାସ କରିବେ।”