Exodus 10:13 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ତାଙ୍କର ଆଶାବାଡିଟିକୁ ମିଶର ଭୂମିରେ ବିସ୍ତାର କଲେ ଏବଂ ଏହାପରେ ସଦାପ୍ରଭୁ ପୂର୍ବଦିଗରୁ ଖୁବ୍ ୟୋର ରେ ପବନ ବୁହାଇଲେ। ଏହି ପବନ ଦିନ ଏ ରାତି ତମାମ ଲାଗି ରହିଲା। ପ୍ରଭାତ ହବୋରୁ ସହେି ପବନ ଦ୍ବାରା ପଙ୍ଗପାଳ ଦ୍ବାରା ମିଶର ଭୂମି ପରିପୂର୍ଣ୍ଣ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ଦିବାରାତ୍ରିଯାକ ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ଵାରା ପଙ୍ଗପାଳ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ତାଙ୍କର ଆଶାବାଡ଼ିଟିକୁ ମିଶର ଭୂମିରେ ବିସ୍ତାର କଲେ ଏବଂ ଏହା ପରେ ସଦାପ୍ରଭୁ ପୂର୍ବଦିଗରୁ ଖୁବ୍ ଜୋ‌‌ର୍‌‌ରେ ପବନ ବୁହାଇଲେ। ଏହି ପବନ ଦିନ ଓ ରାତି ତମାମ ଲାଗି ରହିଲା। ପ୍ରଭାତ ହେବାରୁ ସେହି ପବନ ଦ୍ୱାରା ପଙ୍ଗପାଳ ଦ୍ୱାରା ମିଶର ଭୂମି ପରିପୂର୍ଣ୍ଣ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୋଶା ମିସର ଦେଶ ଉପରେ ଆପଣା ଯଷ୍ଟି ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ସାରା ଦିବାରାତ୍ରି ଦେଶରେ ପୂର୍ବୀୟ ବାୟୁ ବୁହାଇଲେ; ପ୍ରଭାତ ହୁଅନ୍ତେ, ପୂର୍ବୀୟ ବାୟୁ ଦ୍ୱାରା ପଙ୍ଗପାଳ ଉପସ୍ଥିତ ହେଲେ।