Exodus 10:14 — Compare Translations
5 translations compared side by side
Odia - 1840
"ପଙ୍ଗପାଳ ଦଳ ଉଡିଆସି ମିଶର ଦେଶ ରେ ଭୂମିସ୍ଥ ହେଲେ। ଏତେ ସଂଖ୍ଯା ରେ ପଙ୍ଗପାଳଦଳ ଆସିଲେ ଯେ ପୂର୍ବରୁ ଏତେ ସଂଖ୍ଯକ ପଙ୍ଗପାଳ ଦଳ ମିଶର ରେ କଦାପି ଦଖାୟୋଇ ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟ; ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳ ଦଳ ଉଡ଼ିଆସି ମିଶର ଦେଶରେ ଭୂମିସ୍ଥ ହେଲେ। ଏତେ ସଂଖ୍ୟାରେ ପଙ୍ଗପାଳଦଳ ଆସିଲେ ଯେ ପୂର୍ବରୁ ଏତେ ସଂଖ୍ୟକ ପଙ୍ଗପାଳ ଦଳ ମିଶରରେ କଦାପି ଦେଖାଯାଇ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସମୁଦାୟ ମିସର ଦେଶରେ ପଙ୍ଗପାଳ ବ୍ୟାପିଗଲେ, ମିସରର ସମସ୍ତ ଅଞ୍ଚଳରେ ପଙ୍ଗପାଳ ପଡ଼ିଲେ; ସେମାନେ ଅତ୍ୟନ୍ତ ଭୟାନକ ଥିଲେ; ସେପରି ପଙ୍ଗପାଳ ପୂର୍ବରେ କଦାପି ହୋଇ ନ ଥିଲା, କି ଆଉ କେବେ ହେବ ନାହିଁ।