Exodus 10:15 — Compare Translations

5 translations compared side by side

Odia - 1840
"ପଙ୍ଗପାଳମାନେ ଭୂମିକୁ ଆଚ୍ଛାଦନ କଲେ ଏବଂ ସମଗ୍ର ମିଶର ଅନ୍ଧକାରଚ୍ଛନ୍ନ ହାଇଗେଲା। ପଥର ବର୍ଷା ରେ ଯାହାସବୁ ନଷ୍ଟ ହାଇେ ନଥିଲା, ଅବଶିଷ୍ଟାଂଶ ଗଛର ପୁତ୍ରକୁ ପଙ୍ଗପାଳ ଦଳ ଖାଇଗଲେ। ଏପରିକି ମିଶର ରେ କୌଣସି ବୃକ୍ଷ ରେ ଆଉ ପତ୍ର ରହିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେଓ ସେମାନଙ୍କ ଦ୍ଵାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍ ବର୍ଣ୍ଣ କିଛିମାତ୍ର ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପଙ୍ଗପାଳମାନେ ଭୂମିକୁ ଆଚ୍ଛାଦନ କଲେ ଏବଂ ସମଗ୍ର ମିଶର ଅନ୍ଧକାରଚ୍ଛନ୍ନ ହୋଇଗଲା। ପଥର ବର୍ଷାରେ ଯାହାସବୁ ନଷ୍ଟ ହୋଇ ନ ଥିଲା, ଅବଶିଷ୍ଟାଂଶ ଗଛର ପୁତ୍ରକୁ ପଙ୍ଗପାଳ ଦଳ ଖାଇଗଲେ। ଏପରିକି ମିଶରରେ କୌଣସି ବୃକ୍ଷରେ ଆଉ ପତ୍ର ରହିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ବର୍ଣ୍ଣ କିଛିମାତ୍ର ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ସମୁଦାୟ ଭୂମି ଆଚ୍ଛନ୍ନ କଲେ ଓ ସେମାନଙ୍କ ଦ୍ୱାରା ଦେଶ ଅନ୍ଧକାରାବୃତ ହେଲା, ଭୂମିର ଯେ ତୃଣ ଓ ବୃକ୍ଷାଦିର ଯେ ଫଳ ଶିଳା ବୃଷ୍ଟିରୁ ରକ୍ଷା ପାଇଥିଲା, ତାହା ସେମାନେ ଖାଇ ପକାଇଲେ; ତହିଁରେ ସମୁଦାୟ ମିସର ଦେଶରେ କୌଣସି ବୃକ୍ଷ କି କ୍ଷେତ୍ରର ତୃଣାଦି ହରିତ୍‍ ବର୍ଣ୍ଣ କିଛି ମାତ୍ର ରହିଲା ନାହିଁ।