Exodus 10:16 — Compare Translations

5 translations compared side by side

Odia - 1840
"ଫାରୋ ବେଗ୍ରତାର ସହକା ରେ ମାଶାେ ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ବିରୁଦ୍ଧ ରେ ପାପ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, ଆମ୍ଭେ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ବ୍ୟଗ୍ରତାର ସହକାରେ ମୋଶା ଏବଂ ହାରୋଣଙ୍କୁ ଡକାଇ ପଠାଇଲେ। ଫାରୋ କହିଲେ, “ମୁଁ ତୁମ୍ଭର ଓ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ବିରୁଦ୍ଧରେ ପାପ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।