Exodus 10:17 — Compare Translations

5 translations compared side by side

Odia - 1840
"ଏଇଥରକ ପାଇଁ ମାେତେ କ୍ଷମା କର। ଏହି 'ମାରାତ୍ମକ' ପଙ୍ଗପାଳଗୁଡିକୁ ଦୂ ରଇେ ନଇୟିବୋ ପାଇଁ ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କୁ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ଵରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କର।
Odia Bible ERV 2004 (ପବିତ୍ର ବାଇବଲ)
ଏଇ ଥରକ ପାଇଁ ମୋତେ କ୍ଷମା କର। ଏହି ‘ମାରାତ୍ମକ’ ପଙ୍ଗପାଳଗୁଡ଼ିକୁ ଦୂରେଇ ନେଇଯିବା ପାଇଁ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କୁ ପ୍ରାର୍ଥନା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ବିନୟ କରୁଅଛୁ, କେବଳ ଏହି ଥରକ ଆମ୍ଭର ପାପ କ୍ଷମା କରି ଆମ୍ଭ ନିକଟରୁ ଏହି କାଳ ସ୍ୱରୂପକୁ ଦୂର କରିବା ପାଇଁ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରନ୍ତୁ।”