Exodus 10:19 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ପବନର ଦିନ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବଗେ ରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡାଇ ନଇେ ଲୋହିତ ସୂଫ ସାଗର ରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶର ରେ ରହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ପବନର ଦିଗ ପରିବର୍ତ୍ତନ କଲେ। ପଶ୍ଚିମ ଦିଗରୁ ପ୍ରଚଣ୍ଡ ବେଗରେ ପବନ ବହିଲା। ଏହି ପବନ ମିଶରରୁ ସମସ୍ତ ପଙ୍ଗପାଳଦଳକୁ ଉଡ଼ାଇ ନେଇ ଲୋହିତ ସୂଫ ସାଗରରେ ପକାଇଲା। ଏପରିକି ଗୋଟିଏ ହେଲେ ପଙ୍ଗପାଳ ମିଶରରେ ରହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ପ୍ରବଳ ପଶ୍ଚିମ ବାୟୁ ଫେରାଇ ଦେଶରୁ ପଙ୍ଗପାଳମାନଙ୍କୁ ଉଠାଇ ନେଇ ସୂଫ ସାଗରରେ ନିକ୍ଷେପ କଲେ; ତହିଁରେ ମିସରର କୌଣସି ଅଞ୍ଚଳରେ ଗୋଟିଏ ପଙ୍ଗପାଳ ରହିଲା ନାହିଁ।