Exodus 10:20 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ପୁନ୍ନରାଯ ଫାରୋଙ୍କ ହୃଦଯ କଠାେର କଲେ। ଯେଉଁଥି ରେ ଫାରୋ ଇଶ୍ରାୟେଲର ଲୋକମାନଙ୍କୁ ୟିବାକୁ ଦେଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଛାଡ଼ି ଦେଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ପୁନରାୟ ଫାରୋଙ୍କ ହୃଦୟ କଠୋର କଲେ। ଯେଉଁଥିରେ ଫାରୋ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ଫାରୋଙ୍କର ହୃଦୟ କଠିନ କଲେ, ପୁଣି, ସେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯିବାକୁ ଦେଲେ ନାହିଁ।